Odisha News Insight
Browsing Tag

terrorist

ଜମ୍ମୁ କଶ୍ମୀର: ୨୪ ଘଣ୍ଟାରେ ୯ ଆତଙ୍କବାଦୀ ସଫା, ଜଣେ ଯବାନ ଶହୀଦ

ଗତ ୨୪ ଘଣ୍ଟା ମଧ୍ୟରେ ଜମ୍ମୁ-କଶ୍ମୀର ସ୍ଥିତ ନିୟନ୍ତ୍ରଣ ରେଖା ବା ଏଲଓସିରେ ଭାରତୀୟ ସେନା ୯ଜଣ ଆତଙ୍କବାଦୀଙ୍କୁ ନିପାତ କରିବାରେ ସଫଳ ହୋଇଛି। ରବିବାର ଆତଙ୍କବାଦୀଙ୍କ ଏକ ଦଳ ନିୟନ୍ତ୍ରଣ ରେଖା ନିକଟରେ କେରନ ସେକ୍ଟରରେ ଅନୁପ୍ରବେଶ କରୁଥିବା ବେଳେ ସେନା ଏହାର ପାଲଟା ଜବାବ ଦେଇଛି। ଭାରତୀୟ…

ପୁଲୱାମା ମାଷ୍ଟର ମାଇଣ୍ଡ ନିହତ

ଦକ୍ଷିଣ କାଶ୍ମୀର ତ୍ରାଲ୍ ଅଞ୍ଚଳରେ ରବିବାର ମଧ୍ୟରାତ୍ରରେ ହୋଇଥିବା ଏନ୍‌କାଉଣ୍ଟରରେ ପୁଲୱାମା ଆତଙ୍କବାଦୀ ଆକ୍ରମଣ ଘଟଣାର ମାଷ୍ଟରମାଇଣ୍ଡ ମୁଦାସୀର ଅହମଦ୍ ଖାନ୍‌ ନିହତ ହୋଇଛି । ଏହାସହ ଜୈଶ୍‌-ଇ-ମହମ୍ମଦର ଆଉ ଦୁଇ ଜଣ ଆତଙ୍କବାଦୀ ମଧ୍ୟ ନିହତ ହୋଇଛନ୍ତି । ତ୍ରାଲର ପିଙ୍ଗଲିଶ୍‌ ଅଞ୍ଚଳରେ…