Odisha News Insight
Browsing Tag

Lockdown

ଲକଡାଉନ ଅଞ୍ଚଳରେ ବ୍ୟାଙ୍କ ପାଇଁ ଜାରି ହେଲା ନୂଆ ନିୟମ

ଆସନ୍ତା କାଲିଠାରୁ ୩୧ ତାରିଖ ପର୍ଯ୍ୟନ୍ତ ଲକଡାଉନ ଅଞ୍ଚଳଗୁଡ଼ିକ ପାଇଁ ହୋଇଥିବା ନିୟମରେ ପୁଣି କିଛି ସଂଶୋଦନ କରାଯାଇଛି । ଏହି ସ୍ଥାନଗୁଡ଼ିକରେ ବ୍ୟାଙ୍କ ଖୋଲିବାକୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରୀ କରାଯାଇଛି । କରୋନା ସ୍ଥିତିକୁ ସମ୍ଭାଳିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଗଞ୍ଜାମ , କଟକ ,…

ମେ ୩୧ ଯାଏଁ ସାରା ଦେଶରେ ଲକଡାଉନର ଅବଧି ବଢିଛି |

ଆଉ ଚତୁର୍ଥ ପର୍ଯ୍ୟାୟ ଲକଡାଉନ ପାଇଁ କିଛି ଗାଇଡଲାଇନ ଜାରି କରାଯାଇଛି | ଗାଇଡଲାଇନରେ ସ୍ପଷ୍ଟ ଭାବେ କୁହାଯାଇଛି ଯେ ରାଜ୍ୟ ସରକାର ଏଣିକି ରେଡ, ଗ୍ରୀନ ଓ ଅରେଞ୍ଜ ଜୋନ ନିର୍ଦ୍ଧାରଣ କରିବେ | ସେହିପରି ବର୍ତ୍ତମାନ ତିନିଟି ଜୋନ ବଦଳରେ ୫ଟି ଜୋନ ରହିବ | ରେଡ, ଗ୍ରୀନ ଓ ଅରେଞ୍ଜ ଜୋନ ସହ ବଫର…

ଲକଡାଉନ ବଢିବ, 18 ମେ ରୁ 4.0

ଲକ ଡାଉନ ପୁଣି ବଢିବ ! ତେବେ କେତେକ କ୍ଷେତ୍ରରେ କୋହଳ କରାଯିବ ! ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ! ମେ 18 ପୂର୍ବରୁ ଏନେଇ ସବିଶେଷ ଘୋଷଣା କରାଯିବ ! ଦେଶବାସୀଙ୍କୁ ସମ୍ୱୋଧିତ କରି ପ୍ରଧାନମନ୍ତ୍ରୀ ଏହା କହିଛନ୍ତି ! ଏହି ଅବସରରେ ପ୍ରଧାନମନ୍ତ୍ରୀ ଆର୍ଥିକ ପ୍ୟାକେଜ…

ଓଡିଶାକୁ ଫେରୁଥିବା ଶ୍ରମିକମାନଙ୍କ ସମସ୍ତ ଖର୍ଚ୍ଚ ବହନ କରିବେ ସରକାର

ଲକଡାଉନ କଟକଣା ପରେ ବିଭିନ୍ନ ରାଜ୍ୟରେ ଫଶି ରହିଥିବା ଶ୍ରମିକମାନେ ଓଡିଶା ଫେରୁଛନ୍ତି।  ତେବେ ସେମାନଙ୍କ ସମସ୍ତ ଖର୍ଚ୍ଚ ବହନ କରିବେ  ରାଜ୍ୟ ସରକାର । ଏନେଇ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପଚାଂୟତିରାଜ ଓ ଗୃହ ନିର୍ମାଣ ବିଭାଗକୁ ଚିଠି ଲେଖିଛନ୍ତି ରାଜ୍ୟ ସରକାର । …